ପୁଣି ମାତିଲେ ମାଓବାଦୀ, ଆଇଇଡି ବସ୍ଫୋରଣରେ ଜଣେ ଯବାନ ସହିଦ
ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବସ୍ଫୋରଣ କରିଛନ୍ତି । ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl

ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯ର ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଯବାନଙ୍କ ମରଶରୀରକୁ ରାଉରକେଲାରୁ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଝାରଖଣ୍ଡ ରାଞ୍ଚିନିକଟସ୍ଥ ୧୬୪ ସିଆର ପି ଏଫ ବାଟାଲିୟନ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି।
More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications