ଆଗାମୀ ୧୨ ଘଣ୍ଟାରେ ଆରବ ସାଗରରେ ବାତ୍ୟା ସମ୍ଭାବନା; ଓଡ଼ିଶା ଉପରେ କେତେ ଦୂର ପ୍ରଭାବ ?
ଆଗାମୀ ୧୨ ଘଣ୍ଟାରେ ଆରବ ସାଗରରେ ବାତ୍ୟା ସମ୍ଭାବନା। ଚଳିତ ବାତ୍ୟା ଋତୁରେ ପ୍ରଥମ ବାତ୍ୟା ସମ୍ଭାବନା। ୨୪ ଘଣ୍ଟାରେ ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟା ରୂପ ନେଇପାରେ। ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ।













Click it and Unblock the Notifications