Get Updates
Get notified of breaking news, exclusive insights, and must-see stories!

ପଶ୍ଚିମବଙ୍ଗର ଜଲପାଇଗୁରିରେ ଭୟଙ୍କର ଘୂର୍ଣ୍ଣିଝଡ଼: ୫ ମୃତ,୫୦୦ ଆହତ

Jalpaiguri Storm: ପଶ୍ଚିମବଙ୍ଗର ଜଲପାଇଗୁରିରେ ଭୟଙ୍କର ଘୂର୍ଣ୍ଣିଝଡ଼ । ଏହି ଘୂର୍ଣ୍ଣିଝଡ଼ ଯୋଗୁଁ ଜଣେ ମହିଳାଙ୍କ ସମେତ ଅତି କମରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୫୦୦ ଲୋକ ଆହତ ହୋଇଥିବା ନେଇ ସୂଚନା ରହିଛି । ଜଲପାଇଗୁରି ଜିଲ୍ଲାର ଦୁଇଟି ଭିନ୍ନ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ।

ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିର୍ଦ୍ଧାରିତ କାର୍ଯ୍ୟକ୍ରମକୁ ବାତିଲ କରି ପରିସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ ରବିବାର ରାତିରେ ଜଲପାଇଗୁରିରେ ପହଞ୍ଚି ସ୍ଥିତି ଅନୁଧାନ କରିଛନ୍ତି ।

Jalpaiguri Storm

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏବଂ ବାତ୍ୟା ପ୍ରଭାବିତ ଲୋକଙ୍କୁ ଭେଟିବା ପାଇଁ ଜଲପାଇଗୁରୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ପହଞ୍ଚିଥିଲେ । ଜଲପାଇଗୁରିରେ ପହଞ୍ଚିବା ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗଣମାଧ୍ୟମ ସହ ଆଲୋଚନା କରି କହିଛନ୍ତି, ଏକ ଘୂର୍ଣ୍ଣିଝଡ଼ ଘଟିଛି, ଏଥିରେ ଅନେକ ଘର ନଷ୍ଟ ହୋଇଥିବା ବେଳେ ଏବଂ ୫ ଜଣଙ୍କର ମୃତ୍ୟୁ ଘଟିଛି, ଅନ୍ୟ 2 ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+