ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ

Odisha Weather: ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ । ସମ୍ଭାବ୍ୟ ବାତ୍ୟା 'ଫେଙ୍ଗାଲ' ଗଭୀର ଅବପାତ ବାତ୍ୟାର ରୂପ ନେଇ ତାମିଲନାଡୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ସୂଚନା, ଗଭୀର ଅବପାତଟି ଆଜି ଉତ୍ତର-ପଶ୍ଚିମ ଦିଗରେ ଗତି କରି ବାତ୍ୟାରେ ପରିଣତ ହେବ । ପରେ ଏହା ଶ୍ରୀଲଙ୍କା ଉପକୂଳ ଅତିକ୍ରମକରି ତାମିଲନାଡୁ ଉପକୂଳ ଆଡକୁ ମୁହାଁଇବ । ୨୯ ତାରିଖ ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗର ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ।

Cyclone fengal
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+