Delhi Assembly Elections: nbsp; nbsp;ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇପାରେ । ଅପରାହ୍ନ ୨ଟାରେ ନିର୍ବାଚନ ଆୟୋଗଙ୍କ ପ୍ରେସମିଟ୍ ରହିଛି । ଫେବ୍ରୁଆରୀ ୨୩ରେ ସରୁଛି ଦିଲ୍ଲୀ ବିଧାନସଭା କାର୍ଯ୍ୟକାଳ ।