Get Updates
Get notified of breaking news, exclusive insights, and must-see stories!

କେଜ୍ରିୱାଲ୍‌ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣିଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିରାଶା ମିଳିଛି । କାରଣ ତାଙ୍କ ପାଇଁ ହୋଇଥିବା ଅନ୍ତରୀଣ ଜାମିନ୍ ଆବେଦନ କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ଓଲଟା ତାଙ୍କ ପାଇଁ ଜାମିନ ଆବେଦନ କରିଥିବା ଓକିଲଙ୍କ ଉପରେ ଜରିମାନା ଲଗାଇଛନ୍ତି କୋର୍ଟ ।ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଥିବା ସମସ୍ତ ଅପରାଧିକ ମାମଲାରେ ସ୍ୱତନ୍ତ୍ର ଅନ୍ତରୀଣ ଜାମିନ ଦାବି କରିଥିବା ଜନସ୍ୱାର୍ଥ ମାମଲାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି ।

arvind kejriwal

କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ମନମୋହନ ଓ ଜଷ୍ଟିସ ମନମିତ୍ ପ୍ରୀତମ ସିଂହ ଅରୋରାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀଙ୍କୁ ଏଥିପାଇଁ ୭୫ ହଜାର ଟଙ୍କା ଜରିମାନା କରିଛନ୍ତି । କେଜ୍ରିୱାଲଙ୍କ ପାଇଁ ପିଟିସନ୍ ଦାଏର କରିଥିବା ଓକିଲଙ୍କ ଉପରେ ବର୍ଷିଛନ୍ତି ହାଇକୋର୍ଟ । ଏହି ପିଟିସନ ସମ୍ପୂର୍ଣ୍ଣ ଆଦୌ ଗ୍ରହଣୀୟ ନୁହେଁ । ଏଭଳି ପିଟିସନ୍ ଦାଖଲ କରିଥିବା ବ୍ୟକ୍ତି ଜଣକ କିଏ ବୋଲି ପ୍ରଶ୍ନ କରିଛନ୍ତି । ଏହି ପିଟିସନ୍ ପବ୍ଲିସିଟି ପାଇଁ କରାଯାଇଛି ବରଂ ଏହା ସମ୍ପୂର୍ଣ୍ଣ ବିଭ୍ରାନ୍ତିକର ବୋଲି କୋର୍ଟ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+