ବିକଶିତ ଭାରତର ରାଜଧାନୀ ହେବ ଦିଲ୍ଳୀ, ପ୍ରଧାନମନ୍ତ୍ରୀ
ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଅଛନ୍ତି। ଗୃହମନ୍ତ୍ରୀ ଅମିତ୍ ଶାହ ମଧ୍ୟ ଉପସ୍ଥିତ ରହିଛନ୍ତି । ଦିଲ୍ଲୀ କାର୍ଯ୍ୟାଳରେ କର୍ମକର୍ତ୍ତାଙ୍କ ପ୍ରବଳ ଭିଡ । ବାଣ ଫୁଟାଇ ବିଜୟ ଉତ୍ସବ ପାଳିଲେ ।

ମିଠା ଖାଇଲେ ନେତା ଓ କର୍ମି ନାଚିଲେ । ଏକାଠି ହେଲେ. ବରିଷ୍ଠ ନେତା ଓ କର୍ମୀ । ବିଜୟ ସମାରୋହରେ ରେ ଜନତାଙ୍କୁ ସମ୍ବୋଧିତ କରିଛନ୍ତି ମୋଦୀ । ମୋଦୀ କହିଛନ୍ତି ଜନତା ଦିଲ୍ଲୀକୁ ଆପ୍-ଦା ମୁକ୍ତ କରିଛନ୍ତି । ଦିଲ୍ଳୀବାସୀ ହୃଦୟ ଖୋଲା ଭଲପାଇବା ଦେଇଛନ୍ତି । ଦିଲ୍ଲୀବାସୀଙ୍କ ଋଣ ମୋ ଉପରେ ରହିଛି । ବିକଶିତ ଭାରତର ରାଜଧାନୀ ହେବ ଦିଲ୍ଳୀ । ବିଶ୍ବାସ ଏବଂ ବିକାଶକୁ ଦିଲ୍ଳୀବାସୀ ଗୁରୁତ୍ବ ଦେଇଛନ୍ତି।
ଦିଲ୍ଲୀରେ ବିଜେପିର ବଡ଼ ବିଜୟ । ୨୭ ବର୍ଷ ପରେ ଦିଲ୍ଲୀ ଦଖଲ କଲା ଭାରତୀୟ ଜନତା ପାର୍ଟି । ତୃତୀୟ ଥର କ୍ଷମତାକୁ ଆସିବାର ଆପ୍ ଯେଉଁ ସ୍ବପ୍ନ ଦେଖୁଥିଲା ତାହା କେବଳ ସ୍ବପ୍ନରେ ହିଁ ରହିଗଲା । ୭୦ ବିଧାନସଭା ଆସନରେ ଭୋଟ୍ ହେବା ପରେ ସାମ୍ନାକୁ ଆସିଥିଲା ଏକଜିଟ୍ ପୋଲ । ଏକଜିଟ୍ ପୋଲରେ ଚିତ୍ର ସ୍ପଷ୍ଟ ଦିଶୁଥିଲା କି, ଏଥର ବିଜେପି ବାଜି ମାରିବ । ଆଉ ପ୍ରାରମ୍ଭିକ ଟ୍ରେଣ୍ଡରେ ବି ବିଜେପି ବାଜି ମାରୁଥିବା ଚିତ୍ର ସ୍ପଷ୍ଟ ହୋଇଥିଲା । ସେପଟେ ପରାଜୟକୁ ସ୍ବୀକାର କରି କେଜ୍ରିୱାଲ କହିଛନ୍ତି ଦିଲ୍ଲୀବାସୀଙ୍କ ନିଷ୍ପତ୍ତିକୁ ଆମେ ଗ୍ରହଣ କରିଛୁ, ବିରୋଧୀ ଦଳରେ ରହି ଲୋକଙ୍କ ଲାଗି କାମ କରିବୁ । ତେବେ ବିଜେପିର ବିଜୟ ପରେ ମୋଦୀ ଟ୍ବିଟ କରି କହିଥିଲେ, ଦିଲ୍ଲୀବାସୀ ଆମକୁ ବିଶ୍ବାସ କରିଛନ୍ତି । ଆଗାମୀ ଦିନରେ ବିକାଶ ଆହୁରି ଅଧିକ ହେବ ।
-
ସରିଲା ଭୋଟ୍ ଗଣତି,ବାଜିମାତ୍ କଲେ ଦିଲ୍ଲୀପ ରାୟ, ଜାଣନ୍ତୁ କାହାକୁ ମିଳିଲା କେତେ ଭୋଟ? -
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ତମିଲନାଡରେ ବିଜେପିର ରଣନୀତି, ବିଜୟଙ୍କୁ ଦେଲା ବଡ ଅଫର୍ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ?












Click it and Unblock the Notifications