ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ୍
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ୍, ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ । ମୁମ୍ବାଇରେ ବର୍ଣ୍ଣାଢ୍ୟ ଉତ୍ସବରେ ଶପଥ ପାଠ କରାଇଲେ ରାଜ୍ୟପାଳ ।

ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହଙ୍କ ସମେତ ବହୁ ରାଜନୀତି, କ୍ରିଡ଼ା, ଫିଲ୍ମ ଓ ଶିଳ୍ପ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଅଛନ୍ତି ।












Click it and Unblock the Notifications