ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଉ ଏକ ଟାରିଫ୍ ବୋମା । ଚୀନ୍ ଉତ୍ପାଦ ଉପରେ ଲଗାଇଲେ ଅତିରିକ୍ତ ଶହେ ପ୍ରତିଶତ ଶୁଳ୍କ । ନଭେମ୍ବର ୧ ତାରିଖରୁ ଲାଗୁ nbsp;ହେବ nbsp;ନୂଆ nbsp;ଟାରିଫ୍।