ମିଆଁମାର ଓ ଥାଇଲାଣ୍ଡରେ ଦୁଃଖ ଦେଲା ଭୂମିକମ୍ପ, ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ ନମ୍ବର
ବ୍ୟାଙ୍କକସ୍ଥିତ ଭାରତୀୟ ଦୂତାବାସ ନାଗରିକଙ୍କ ପାଇଁ ଏକ ହେଲ୍ପଲାଇନ ନମ୍ବର ଜାରି କରିଛି। ବ୍ୟାଙ୍କକ ଏବଂ ଥାଇଲାଣ୍ଡର କେତେକ ସ୍ଥାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହେବା ପରେ ଭାରତୀୟ ଦୂତାବାସ' ଥାଇ କର୍ତ୍ତୃପକ୍ଷଙ୍କ ସହ ସମନ୍ୱୟ ରକ୍ଷା କରି ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ବର୍ତ୍ତମାନ ସୁଦ୍ଧା କୌଣସି ଭାରତୀୟ ନାଗରିକଙ୍କ ସହ କୌଣସି ଅପ୍ରୀତିକର ଘଟଣା ଘଟିନାହିଁ। କୌଣସି ଜରୁରୀକାଳୀନ ପରିସ୍ଥିତିରେ ଥାଇଲାଣ୍ଡରେ ଥିବା ଭାରତୀୟ ନାଗରିକଙ୍କୁ ଜରୁରୀକାଳୀନ ନମ୍ବର +୬୬ ୬୧୮୮୧୯୨୧୮ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି।

ଥାଇଲାଣ୍ଡରେ ୭.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହେବା ପରେ ଥାଇଲାଣ୍ଡରେ ରହୁଥିବା କିମ୍ବା ଭ୍ରମଣ କରୁଥିବା ଭାରତୀୟ ନାଗରିକଙ୍କ ପାଇଁ ଭାରତୀୟ ଦୂତାବାସ ଜରୁରୀକାଳୀନ ହେଲ୍ପଲାଇନ ନମ୍ବର ଜାରି କରିଛି। ସାମାଜିକ ଗଣମାଧ୍ୟମ ପୋଷ୍ଟ ଅନୁଯାୟୀ, ଏହି ଭୂମିକମ୍ପ ଦ୍ୱାରା ଏ ପର୍ଯ୍ୟନ୍ତ କୌଣସି ଭାରତୀୟ ପ୍ରଭାବିତ ହୋଇନଥିବା ଜଣାପଡିଛି।
More From
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications