ଥରିଲା ଅରୁଣାଚଳ ପ୍ରଦେଶ, ରିକ୍ଟର ସ୍କେଲରେ ୫.୦ ତୀବ୍ରତା
ଥରିଲା ଅରୁଣାଚଳ ପ୍ରଦେଶ । ଅରୁଣାଚଳ ପ୍ରଦେଶର ଚଙ୍ଗଲଙ୍ଗରେ ଶକ୍ତିଶାଳୀ ଭୂକମ୍ପ । ରିକ୍ଟର ସ୍କେଲରେ ୫.୦ ତୀବ୍ରତା ରେକର୍ଡ କରାଯାଇଛି। ବିଳମ୍ବିତ ରାତି ପ୍ରାୟ ୩ଟା ୧୩ରେ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ଝଟକା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି । ଭୂକମ୍ପ ଜନିତ କ୍ଷୟକ୍ଷତି କଣ ହୋଇଛି, ସେ ନେଇ କିଛି ସ୍ପଷ୍ଟ ସୂଚନା ମଳିପାରିନାହିଁ ।

More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications