ଆସାମରେ ଭୂମିକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ....

ଆସାମର ନାଗାଓଁରେ ଶନିବାର ସକାଳ ୭ଟା ୩୮ ମିନିଟ୍‌ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୯ ରେକର୍ଡ କରାଯାଇଛି ।

Earthquake

ଭୂକମ୍ପର ପ୍ରଭାବ ନାଗାଓଁ ସହ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି । ତୀବ୍ରତା କମ୍‌ ଥିବା କାରଣରୁ କୌଣସି ଧନ ଜୀବନ ନଷ୍ଟ ହୋଇନଥିବା ଜଣାପଡିଛି । ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+