ଭୂକମ୍ପରେ ଥରିଲା ରାଜସ୍ଥାନ , ରିକ୍ଟର ସ୍କେଲରେ ତିବ୍ରତା....
ଭୂକମ୍ପରେ ଥରିଲା ରାଜସ୍ଥାନ , ଶନିବାର ରାତି ୯.୦୩ ସମୟରେ ଗୁଜରାଟ-ରାଜସ୍ଥାନ ସୀମାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୬ ମାପ କରାଯାଇଥିଲା, ଯାହାର କେନ୍ଦ୍ରସ୍ଥଳ ପାଲାନପୁରରୁ ୩୧ କିଲୋମିଟର ଉତ୍ତର-ପୂର୍ବରେ ଥିଲା ।

ଗୁଜୁରାଟର ବନାସକାଣ୍ଠା ଜିଲ୍ଲାର ଅଧିକାଂଶ ତହସିଲରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ । ତଥାପି, ଉଭୟ ରାଜ୍ୟର କୌଣସି ଅଞ୍ଚଳରୁ ଜୀବନ କିମ୍ବା ସମ୍ପତ୍ତି କ୍ଷୟକ୍ଷତିର କୌଣସି ରିପୋର୍ଟ ନାହିଁ ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications