ECI: ଇସି ତାଲିକାରୁ ୩୩୪ ଦଳ ବାଦ୍‌

ନିର୍ବାଚନ କମିସନ (ଇସି)ଙ୍କ ପକ୍ଷରୁ ଶନିବାର ୩୩୪ଟି ଅଣ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳକୁ ତାଲିକାରୁ ବାଦ ଦିଆଯାଇଛି। ୨୦୧୯ ପରଠାରୁ ଏହି ଦଳଗୁଡିକ କୌଣସି ନିର୍ବାଚନ ଲଢି ନାହାନ୍ତି। ଏପରିକି ଏହି ଦଳଗୁଡିକର ସ୍ଥାୟୀ କାର୍ଯ୍ୟାଳୟ ନଥିବା ଜଣାପଡିଛି। ଏହି ଦଳଗୁଡିକ ଇସି ତାଲିକାଭୁକ୍ତ ହୋଇଥିଲେ ସୁଦ୍ଧା ଇସିଙ୍କ ଦ୍ବାରା ପ୍ରଚଳିତ କୌଣସି ନିୟମ ପାଳନ କରୁନଥିବା କୁହାଯାଇଛି। ଦେଶରେ ୨୮୫୪ଟି ଅଣ ସ୍ବୀକୃତିପ୍ରାପ୍ତ ଦଳ ଥିବାବେଳେ ବର୍ତ୍ତମାନ ଏହି ସଂଖ୍ୟା ୨୫୨୦କୁ ହ୍ରାସ ପାଇଛି। ବର୍ତ୍ତମାନ ସୁଦ୍ଧା ୬ଟି ଜାତୀୟ ଓ ୬୭ଟି ଆଞ୍ଚଳିକ ରାଜନୈତିକ ଦଳ ସକ୍ରିୟ ରହିଛନ୍ତି।

ECI 334 parties removed from EC list
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+