Get Updates
Get notified of breaking news, exclusive insights, and must-see stories!

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ, ପୋଲିସ ବଢାଇଲା ସୁରକ୍ଷା

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ମିଳିଛି ହତ୍ୟା ଧମକ । ଇମେଲ ଜରିଆରେ ସିନ୍ଦେଙ୍କ କାରକୁ ଉଡାଇବାକୁ ଧମକ ମିଳିଛି । ମନ୍ତ୍ରଣାଳୟ ସହିତ ଗୋରେଗାଓଁ ଏବଂ ଜେଜେମାର୍ଗ ଥାନା ପୋଲିସକୁ ଧମକପୂର୍ଣ୍ଣ ଇମେଲ ମିଳିଛି । ମୁମ୍ବାଇ ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଏକନାଥ ସିନ୍ଦେଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଆଇପି ଠିକଣା ପତ୍ତା ଲଗାଇବାକୁ ଚେଷ୍ଟା କରାଯାଉଛି ।

Eknath Shinde

ଇମେଲ ଜରିଆରେ ଧମକ ମିଳିବା ପରେ ମହାରାଷ୍ଟ୍ର ପୋଲିସ ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଢାଇଦେଇଛି । ତେବେ ଏହା ପ୍ରଥମ ଥର ପାଇଁ ନୁହେଁ, ପୂର୍ବରୁ ଏକନାଥ ସିନ୍ଦେଙ୍କୁ ମାରିବାକୁ ଧମକ ମିଳିଛି । ଏହାପୂର୍ବରୁ ଫେବୃଆରୀ ୨୦୨୪ରେ ଜଣେ କଲେଜ ଛାତ୍ର ଏକନାଥ ସିନ୍ଦେ ଏବଂ ତାଙ୍କ ପୁଅକୁ ଜୀବନରୁ ମାରିଦେବାକୁ ଧମକ ମିଳିଥିଲା । ଏହି ଧମକ ସୋସିଆଲ ମିଡିଆରେ ଜାରି କରାଯାଇଥିଲା । ପୋଲିସ ଏହି ମାମଲାରେ ଜଣେ ୧୯ ବର୍ଷୀୟ ଛାତ୍ରଙ୍କୁ ପୋଲିସ ଗିରଫ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+