୫ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା

୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପଞ୍ଜାବରେ ଗୋଟିଏ ଏବଂ ଜମ୍ମୁ-କାଶ୍ମୀରରେ ଚାରୋଟି ଆସନ ଖାଲି ପଡିଥିବାରୁ ଏଠାରେ ଉପନିର୍ବାଚନ ହେବାକୁ ତାରିଖ ଘୋଷଣା କରାଯାଇଛି ।

Rajya Sabha seats announced

ଆସନ୍ତା ଅକ୍ଟୋବର ୨୪ରେ ଏହି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ । ସାଂସଦ ସଞ୍ଜୀବ ଆରୋରାଙ୍କ ଇସ୍ତଫା ପରେ ପଞ୍ଜାବର ରାଜ୍ୟସଭା ଆସନ ଖାଲିପଡିଥିଲା । ସେପଟେ ୨୦୧୯ରେ ଯେତେବେଳେ ଧାରା ୩୭୦ ଉଚ୍ଛେଦ ହେଲା ସେବେଠାରୁ ଜମ୍ମୁ ଓ କାଶ୍ମୀରର ଚାରୋଟି ରାଜ୍ୟସଭା ଆସନ ଖାଲି ପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+