ଜମ୍ମୁକାଶ୍ମୀର କିସ୍ତୱାରରେ ସୁରକ୍ଷାକର୍ମୀ-ଆତଙ୍କୀବାଦୀ ମୁହାଁମୁହିଁ, , ଜାରି ରହିଛି ସର୍ଚ୍ଚ ଅପରେସନ୍
ଜମ୍ମୁ-କାଶ୍ମୀରର କିସ୍ତୱାରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା । କିସ୍ତୱାରରେ ଘେରାବନ୍ଦୀ ଏବଂ ସର୍ଚ୍ଚ ଅପରେସନ୍ ସମୟରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା । ମିଳିତ ଅପରେସନ୍ରେ ଜୈଶ-ଏ-ମହମ୍ମଦର ଆତଙ୍କବାଦୀମାନେ ଫସି ରହିଥିବା ସନ୍ଦେହ କରାଯାଉଛି । ସେହି ଅଞ୍ଚଳକୁ ସମ୍ପୂର୍ଣ୍ଣ ଘେରାବନ୍ଦୀ କରାଯିବା ସହ ଅପରେସନ୍ ଜାରି ରହିଛି ।

ସୂଚନାନୁଯାୟୀ, ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷା ବାହିନୀ ଅଞ୍ଚଳରେ କଡ଼ାକଡ଼ି ଘେରାବନ୍ଦୀ ଥିବା ସମୟରେ ଲୁଚି ରହିଥିବା ଆତଙ୍କବାଦୀ ଆକ୍ରମଣ କରିଥିଲେ । ଯାହାର ଜବାବ ସୁରକ୍ଷା ବାହିନୀ ଦେଇଥିଲେ । ବର୍ତ୍ତମାନ ଗୁଳି ବିନିମୟ ଜାରି ରହିଛି । ଏଥିସହିତ ଏହି ଅଞ୍ଚଳରେ ୨ ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି । ସେମାନଙ୍କୁ ଉପରେ କଡ଼ା ନଜର ରଖିବା ପାଇଁ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରିଛି ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications