ଗୁଣ୍ଡିପୋରାରେ ଏନକାଉଣ୍ଟର ଆରମ୍ଭ
ଘାଟିରେ ଆତଙ୍କବାଦୀଙ୍କ ବିରୋଧରେ ଅପରେସନ ଜାରି ରଖିଛି ଭାରତୀୟ ସେନା । ରବିବାର ଅପରାହ୍ନରେ ପୁଲଓ୍ବାମାର ଗୁଣ୍ଡିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି ।
ଶ୍ରୀନଗର: ଘାଟିରେ ଆତଙ୍କବାଦୀଙ୍କ ବିରୋଧରେ ଅପରେସନ ଜାରି ରଖିଛି ଭାରତୀୟ ସେନା । ରବିବାର ଅପରାହ୍ନରେ ପୁଲଓ୍ବାମାର ଗୁଣ୍ଡିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି । ଘଟଣାସ୍ଥଳରେ ଆତଙ୍କୀ ଗତିବିଧି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସେନା ଓ ସ୍ଥାନୀୟ ପୋଲିସର ମିଳିତ ଟିମ।

ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହେବା ପରେ ଗୁଳି ବିନିମୟ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ମୃତାହତ ନେଇ କୌଣସି ସୂଚନା ମିଳିପାରି ନାହିଁ । ଚଳିତ ସପ୍ତାହରେ ସୁରକ୍ଷା ବଳ କ୍ରମାଗତ ଭାବେ ଆତଙ୍କୀ ବିରୋଧୀ ଅଭିଯାନ ଜାରି ରଖିଥିବା ବେଳେ ଶନିବାର 2 ଆତଙ୍କୀଙ୍କୁ ନିପାତ କରିବାରେ ସଫଳ ହୋଇଥିଲେ ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications