ଛତିଶଗଡ଼ ସୀମାନ୍ତରେ ଏନକାଉଣ୍ଟର: ୩୬ ଜଣ ନକ୍ସଲ ନିପାତ
Chhattisgarh News: ଛତିଶଗଡ଼ ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ବଡ଼ଧରଣର ସଫଳତା ମିଳିଛି। ଏନକାଉଣ୍ଟରରେ ନିପାତ ହୋଇଛନ୍ତି ୩୬ ଜଣ ନକ୍ସଲ। ଆଜି ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଦୀର୍ଘସମୟ ଧରି ହୋଇଥିବା ଗୁଳିବିନିମୟ ହୋଇଥିଲା । ଛତିଶଗଡ଼ର ଦନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ମାଓବାଦୀଙ୍କ ମୃତ ଦେହ ସହ ଏକେ ୪୭ ଓ ଏସଏଲଆର ବନ୍ଧୁକ ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ପ୍ରଥମେ ୭ ଜଣ ନକ୍ସଲ ନିପାତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଏହାପରେ ୩୬ ଜଣ ନିପାତ ହୋଇଥିବା ନେଇ ଛତିଶଗଡ଼ ପୋଲିସ ପକ୍ଷରୁ ସୂଚନା ଜାରି କରାଯାଇଛି । ଶୁକ୍ରବାର ଦିନ ଏନକାଉଣ୍ଟର ହୋଇଛି । ଗୁରୁବାର ସୁକୁମା ଜିଲ୍ଲାରେ ମାଓବାଦୀ କ୍ୟାମ୍ପ ଠାବ କରାଯାଇଥିଲା ତେବେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ, ବନ୍ଧୁକ ସହ ମାଓବାଦୀଙ୍କ ଜିନିଷପତ୍ର ଜବତ କରାଯାଇଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications