ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଇଂଲଣ୍ଡ , ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଲା ଭାରତ

T20 World Cup 2024 Semi Final:ଟି-୨୦ ବିଶ୍ୱକପ ସେମି ଫାଇନାଲରେ ଆଜି ଭାରତ ଓ ଇଂଲଣ୍ଡ ମୁହାଁମୁହିଁ ହେଉଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଅଧିନାୟକ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ଭାରତୀୟ ଟିମ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରିବ।

T20 World Cup 2024 Semi Final

ଅନ୍ୟପକ୍ଷେ ଭାରତ ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଭାରତ। ୨୦୨୨ରେ ଅନୁଷ୍ଠିତ ଗତ ବିଶ୍ୱକପ ସେମିଫାଇନାଲରେ ଭାରତକୁ ହରାଇ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଥିଲା ଏବଂ ଚାମ୍ପିୟନ ହୋଇଥିଲା। ତେଣୁ ଏବେ ସମାନ ପ୍ରତିଦ୍ୱନ୍ଦ୍ୱୀ ଥିବାରୁ ଏହାର ଚ୍ୟାଲେଞ୍ଜକୁ ପ୍ରତିହତ କରି ପୂର୍ବ ପରାଜୟର ମଧୁର ପ୍ରତିଶୋଧ ନେବାକୁ ଭାରତ ଚେଷ୍ଟା କରିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+