ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୫୮ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି।

mohan majhi

ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୬ ଜାନୁଆରୀରୁ ଲାଗୁ ହେବ। ଏହା ଚଳିତ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହାଦ୍ୱାରା ପ୍ରାୟ ସାଢ଼େ ୮ ଲକ୍ଷ କର୍ମଚାରୀ ଏବଂ ପେନ୍‌ସନଭୋଗୀ ଉପକୃତ ହେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+