ଆଜିଠୁ ପରୀକ୍ଷାମୂଳକ ଡିଜିଟାଲ ଜନଗଣନା, ନିୟୋଜିତ ହେବେ ୩୪ ଲକ୍ଷ ଶିକ୍ଷକ

୨୦୨୭ ଜନଗଣନା ପାଇଁ ଆଜିଠୁ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ ଡିଜିଟାଲ ଜନଗଣନା । ରାଜଧାନୀ ଭୁବନେଶ୍ୱର ସମେତ କଟକ, ମୟୁରଭଞ୍ଜ ଏବଂ ନବରଙ୍ଗପୁରରେ ୩୦ ତାରିଖ ଯାଏ ଚାଲିବ ଗଣନା । ଭୁବନେଶ୍ୱର ମହାନଗର ନିଗମର ୨୨ ନମ୍ବର ୱାର୍ଡ, କଟକର ୧୭ ନମ୍ବର ୱାର୍ଡ, ନବରଙ୍ଗପୁରର ତେନ୍ତୁଲିଖୁଣ୍ଟି ଏବଂ ମୟୂରଭଞ୍ଜର ଠାକୁର ମୁଣ୍ଡାରେ ହେବ ପ୍ରାକ୍ ଡିଜିଟାଲ ଜନଗଣନା ।

Experimental digital census t

ସର୍ବଭାରତୀୟ ସ୍ତରରେ ୩୪ ଲକ୍ଷ ଶିକ୍ଷକ କରିବେ ଏହି ଡିଜିଟାଲ ଜନଗଣନା । ଡିଜିଟାଲ ପ୍ରକ୍ରିୟାରେ ପେପର ନୁହେଁ ମୋବାଇଲ ଆପରେ ହେବ ଜନ ଗଣନା । ଜିଲ୍ଲା ଜନଗଣନା ତଥ୍ୟ ସମନ୍ବିତ ପୁସ୍ତକରେ ରହିବ ଗ୍ରାମ/ ସହର, ଜିଲ୍ଲାର ସମସ୍ତ ଭିଭିଭୂମି ଓ ନଗରୀୟ ସୁବିଧା। ବିସ୍ତୃତ ଜନସଂଖ୍ୟା ସମ୍ବନ୍ଧୀୟ ସାମାଜିକ ଓ ଅର୍ଥନୈତିକ ସୂଚନା ମଧ୍ୟ ଏଥିରେ ରହିବ ।

ଆମ ରାଜ୍ୟ ଭଳି ସାରା ଦେଶରେ ହେଉଛି ପ୍ରାକ୍ ଜନ ଗଣନା ଅନୁଷ୍ଠିତ ହେବ। ସର୍ବଭାରତୀୟ ସ୍ତରରେ ୩୪ ଲକ୍ଷ ଶିକ୍ଷକ କରିବେ ଗଣନା। ପେପର ନୁହେଁ ମୋବାଇଲ ଆପରେ ହେବ ଜନ ଗଣନା।ଜିଲ୍ଲା ଜନଗଣନା ତଥ୍ୟ ସମନ୍ବିତ ପୁସ୍ତକ ରେ ରହିବ ଗ୍ରାମ/ ସହର, ଜିଲ୍ଲାର ସମସ୍ତ ଭିଭିଭୂମି ଓ ନଗରୀୟ ସୁବିଧା, ବିସ୍ତୃତ ଜନସଂଖ୍ୟା ସମ୍ବନ୍ଧୀୟ, ସାମାଜିକ ଓ ଅର୍ଥନୈତିକ ସୂଚନା ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+