Get Updates
Get notified of breaking news, exclusive insights, and must-see stories!

ଖାଇକୁ ଖସିଲା କାର୍ , ୪ମୃତ ୨ଗୁରୁତର

ନୂଆଦିଲ୍ଲୀ: ମଙ୍ଗଳବାର ସନ୍ଧ୍ୟାରେ ଜାମ୍ମୁ କାଶ୍ମୀରର କିଶ୍ଟୱର ଜିଲ୍ଲାର ଡାଚାନ ଅଞ୍ଚଳରେ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଏହି ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର ପୁଲିସର ଜଣେ ଅଧିକାରୀ କହିଛନ୍ତି ଯେ ଏକ ମାରୁତି କାର୍ ହେରୋଇନ୍ ନାଲା ଡାଚନଠାରେ ଖାଇକୁ ଖସିପଡ଼ିଥିଲା ।

Fatal car accident in Jammu and Kashmir

ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ପୁଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି । ଘଟଣା ସମ୍ପର୍କରେ ପୁଲିସ ଆହୁରି କହିଛି ଯେ କାରଟି ରାସ୍ତାରୁ ଖସି ଏକ ଗଭୀର ଖାଇକୁ ଖସି ପଡ଼ିଥିଲା । କାର୍ ଚାଳକ କାର୍ ଉପରୁ ନିୟନ୍ତ୍ରଣ ହରାଇବାରୁ ଏହି ଦୁଃଖଦ ଘଟଣା ଘଟିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+