Get Updates
Get notified of breaking news, exclusive insights, and must-see stories!

ମୁମ୍ୱାଇରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ ଓ ୯ ଆହତ

ମୁମ୍ୱାଇରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଭାଣ୍ଡୁପ ୱେଷ୍ଟ ରେଲୱେ ଷ୍ଟେସନ୍ ନିକଟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏକ BEST ବସ୍ ଦୁର୍ଘଟଣାରେ ୩ ମହିଳାଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ଏହି ଦୁର୍ଘଟଣାରେ ୧୩ ଜଣ ଆହତ ମଧ୍ୟ ହୋଇଛନ୍ତି ।

road accident

ସୂଚନାନୁଯାୟୀ, ରାତି ପ୍ରାୟ ୯ଟା ୩୦ ମିନିଟରେ ଘଟିଛି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । BEST ବସଟି ଭାରସାମ୍ୟ ହରାଇ ରାସ୍ତାରେ ଲୋକଙ୍କ ଉପରେ ଚଢ଼ିଯାଇଥିଲା ଏବଂ ବିଦ୍ୟୁତ ଖୁଣ୍ଟ ସହିତ ଧକ୍କା ହୋଇଥିଲା । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପୋଲିସ ତୁରନ୍ତ ପହଞ୍ଚିଥିଲା । ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ ଅଟକ ରଖିଛି ପୋଲିସ । ଏହା ବ୍ୟତୀତ ଆହତଙ୍କ ଚିକିତ୍ସା ପାଇଁ ମଧ୍ୟ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ରହିଥିବା କୌଣସି ଏକ ସୂତ୍ରରୁ ପ୍ରକାଶ ପାଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+