ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
Budget 2024: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରୁଛନ୍ତି । ସପ୍ତମ ଥର ପାଇଁ ବଜେଟ୍ ଉପସ୍ଥାପନ କଲେ ସୀତରମଣ । ମିୁଦ୍ରାସ୍ପିତା ୪ ପ୍ରତିଶତ ରଖିବା ପାଇଁ ଆକଳନ କରାଯାଇଛି ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ତୃତୀୟ ମୋଦି ସରକାରଙ୍କ ପ୍ରଥମ ବଜେଟ୍ ଉପସ୍ଥାପନ କରିଛନ୍ତି ଏଫଏମ କହିଛି, ଭାରତର ଲୋକମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାରଙ୍କ ଉପରେ ବିଶ୍ୱାସ ରଖିଛନ୍ତି ଏବଂ ଏହାକୁ ଐତିହାସିକ ତୃତୀୟ ଥର ପାଇଁ ପୁନ ନିର୍ବାଚିତ କରିଛନ୍ତି।
Union Finance Minister Nirmala Sitharaman presents the first Budget of the third consecutive Modi government
FM says, "The people of India have reposed their faith in the govt led by PM Modi and re-elected it for the historic third term..." pic.twitter.com/kgCcvEMECx
— ANI (@ANI) July 23, 2024
୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି । ଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା ।ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା । ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି ।












Click it and Unblock the Notifications