ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

Nirmala Sitharaman: ରାଷ୍ଟ୍ରପତି ଭବନରେ ଅର୍ଥମନ୍ତ୍ରୀ ପହଞ୍ଚିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟ୍ ଆଗତ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟି ଅନୁମତି ମାଗିଲେ କେନ୍ଦ୍ର ଅର୍ଥମନ୍ତ୍ରୀ । ଆଜି ଦିନ ୧୧ଟାରେ ସଂସଦରେ ଉପସ୍ଥାପନ ହେବ ବଜେଟ୍ ।

Nirmala Sitharaman

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର ସକାଳେ ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବଜେଟ୍ କପି ପ୍ରଦାନ କରିଛନ୍ତି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+