ହସ୍ପିଟାଲରେ ଅଗ୍ନିକାଣ୍ଡ, ରୋଗୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ
ମଧ୍ୟପ୍ରଦେଶର ବେତୁଲ ଜିଲ୍ଲାରେ ଥିବା ଜିଲ୍ଲା ହସ୍ପିଟାଲରେ ଅଗ୍ନିକାଣ୍ଟ ଘଟିଛି। ଅଗ୍ନିକାଣ୍ଡ ପରେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ରବିବାର ସକାଳ ସକାଳ ୯:୨୦ ମିନିଟରେ ବେତୁଲ ଜିଲ୍ଲା ହସ୍ପିଟାଲର ଏକ ଷ୍ଟୋରରୁମରେ ନିଆଁ ଲାଗିଯାଇଥିଲା। ଷ୍ଟୋରରୁମରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିଲା।

ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ମାତ୍ରେ ତୁରନ୍ତ ଜିଲ୍ଲା ହସ୍ପିଟାଲର କର୍ମଚାରୀମାନେ କିଛି ମିନିଟ୍ ମଧ୍ୟରେ ନିଆଁକୁ ନିୟନ୍ତ୍ରଣ କରିଥିଲେ ଏବଂ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା। ଏହି ସମୟ ମଧ୍ୟରେ, ରୋଗୀମାନଙ୍କୁ ମଧ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା। ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications