ପ୍ରେମାନନ୍ଦ ମହାରାଜ ରହୁଥିବା ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ
ଶ୍ରୀକୃଷ୍ଣ ଶରଣମ୍ ସୋସାଇଟିର ଫ୍ଲାଟରେ ଅଗ୍ନିକାଣ୍ଡ ଘଟିଛି । ଯେଉଁଠାରେ ପ୍ରସିଦ୍ଧ ମଥୁରା-ବୃନ୍ଦାବନ ସନ୍ଥ ପ୍ରେମାନନ୍ଦ ମହାରାଜ ରହୁଥିଲେ । କିନ୍ତୁ ବର୍ତ୍ତମାନ ସେଠାରେ ପ୍ରେମାନନ୍ଦ ମହାରାଜ ରହୁନାହାଁନ୍ତି ବୋଲି ସୂଚନା ମିଳିଛି । ସୂଚନାନୁଯାୟୀ ଅଗ୍ନିକାଣ୍ଡ ଘଟିବା ପରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡିଥିଲେ।ଏବେ କିନ୍ତୁ ସେହି ଫ୍ଲାଟରେ ପ୍ରେମାନନ୍ଦ ମହାରାଜ ଜୀ ରହୁନାହାଁନ୍ତି ।

ସେ କେଲିକଞ୍ଜର ଏକ ଆଶ୍ରମରେ ରହୁଛନ୍ତି । ସୂଚନା ପାଇବା ମାତ୍ରେ ତୁରନ୍ତ ଘଟଣାସ୍ଥଳରେ ଦମକଳ ବାହିନୀ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଫ୍ଲାଟରେ ନିଆଁ ଏତେ ଭୟଙ୍କର ଥିଲା ଯେ ଭିତରକୁ ଯିବା ପାଇଁ କାଚ ଭାଙ୍ଗିବାକୁ ପଡ଼ିଥିଲା । କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ବିଦ୍ୟୁତ୍ ସର୍ଟ ସର୍କିଟ୍ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications