ଉଜ୍ଜୟିନୀ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ
ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି । ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣାସ୍ଥଳରେ ୩ଟି ଗାଡି ସହ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଘଟଣା ଯୋଗୁଁ ମନ୍ଦିରରେ ଦର୍ଶନ କିଛି ସମୟ ପାଇଁ ବନ୍ଦ ରହିଥିଲା।













Click it and Unblock the Notifications