ଏହି ସ୍ଥାନରେ ବାଣ ଗୋଦାମରେ ବିସ୍ଫୋରଣ: ୯ ମୃତ
Firecracker Blast In Tamil Nadu: ତାମିଲନାଡୁର ଏକ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ । ଯେଉଁଥିରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିବା ନେଇ ସୂଚନା ରହିଛି । ଶନିବାର ସକାଳେ ତାମିଲନାଡୁ ବିରୁଧୁନଗରରେ ଏହି ଅଘଟଣ ଘଟିଥିବା ନେଇ ସୂଚନା ରହିଛି ।

ପୋଲିସ ପକ୍ଷରୁ ମିଳିଥିଲା ସୂଚନା ଅନୁସାରେ, ବାଣ ଫ୍ୟାକ୍ଟ୍ରିର ରାସାୟନିକ ମିଶ୍ରଣ ସ୍ଥାନରେ ପ୍ରଥମେ ବିସ୍ଫୋରଣ ଘଟିଥିଲା । ଯାହା ପରେ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା । ଫଳରେ ଘଟଣାସ୍ଥଳରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଆହତଙ୍କୁ ଡାକ୍ତରଖାନା ନେବା ସମୟରେ ହିଁ ମୃତ୍ୟୁ ଘଟିଥିଲା । ତେବେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନାହିଁ ହେଲେ ତଦନ୍ତ ଆରମ୍ଭ ହୋଇଯାଇଛି । ତେବେ ଏହି ବାଣ ଗୋଦାମଟି ବିଜୟ ନାମକ ଜଣେ ବ୍ୟକ୍ତିଙ୍କର ।
ରିପୋର୍ଟ ଅନୁସାରେ, ବିସ୍ଫୋରଣ ଏତେ ଭୟଙ୍କର ଥିଲା ବାଣ ଗୋଦାମ ପାଖରେ ଥିବା ୪ଟି ବିଲ୍ଡିଂ ସମ୍ପର୍ଣ୍ଣ ନଷ୍ଟ ହୋଇଯାଇଛି । ବହୁ କ୍ଷୟକ୍ଷତି ହୋଇଥିବା ନେଇ ମଧ୍ୟ ଖବର ରହିଛି । ଖବର ପାଇଁ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ଏହାସହ ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications