ଛତିଶଗଡରେ ଭୟଙ୍କର ସଡ଼କ ଦୁର୍ଘଟଣା,୫ ମୃତ

ଛତିଶଗଡରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁଃଖଦ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଦ୍ରୁତ ଗତିରେ ଆସୁଥିବା ସ୍କର୍ପିଓ ଏବଂ ଦୁଇଟି ବାଇକ୍ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ସ୍କର୍ପିଓ ଦୁଇଟି ବାଇକକୁ ଜୋରରେ ଧକ୍କା ଦେଇଥିଲା । ବାଇକ୍‌ରେ ଥିବା ସମସ୍ତ ଆରୋହୀ କଲେଜ ଛାତ୍ର ଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା।

road accident

କାଙ୍କର ଜିଲ୍ଲାର ଭାନୁପ୍ରତାପୁରର ଅନ୍ତାଗର ରାସ୍ତାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ଦ୍ରୁତ ଗତିରେ ଆସୁଥିବା ସ୍କର୍ପିଓ ଦୁଇଟି ବାଇକ୍ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ତିନି ଜଣ ଯୁବକ ଏବଂ ଦୁଇ ଝିଅ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+