Kashmir News: nbsp; nbsp;ଶୋଇଥିବା ଅବସ୍ଥାରେ ଶ୍ୱାସରୁଦ୍ଧ ହୋଇ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏପରି ଘଟଣା ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗରରେ ଘଟିଛି । ସମସ୍ତ ମୃତକ ଗୋଟିଏ ପରିବାରର ବୋଲି ସୂଚନା ରହିଛି ।