ବୃଦ୍ଧି ପାଇଲା ବ୍ରିଟେନରୁ ଉଡ଼ାଣ ଭରୁଥିବା ବିମାନ ପ୍ରତିବନ୍ଧକ ଅବଧି
ବ୍ରିଟେନରୁ ଭାରତ ଅଭିମୁଖେ ଉଡ଼ାଣ ଭରୁଥିବା ବିମାନ ଉପରେ ଲାଗିଥିବା ପ୍ରତିବନ୍ଧକ ଅବଧିକୁ ଭାରତ ସରକାର ବୃଦ୍ଧି କରିଛନ୍ତି | ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଅବଧିକୁ ଜାନୁଆରୀ 7 ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି |
ନୂଆଦିଲ୍ଲୀ: ବ୍ରିଟେନରେ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ ମିଳିବା ପରେ ବିଶ୍ୱର ସମସ୍ତ ଦେଶ ସତର୍କ ହୋଇଯାଇଛନ୍ତି | ଏନେଇ ବ୍ରିଟେନରୁ ଭାରତ ଅଭିମୁଖେ ଉଡ଼ାଣ ଭରୁଥିବା ବିମାନ ଉପରେ ଲାଗିଥିବା ପ୍ରତିବନ୍ଧକ ଅବଧିକୁ ଭାରତ ସରକାର ବୃଦ୍ଧି କରିଛନ୍ତି | ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଅବଧିକୁ ଜାନୁଆରୀ 7 ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି | ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଏକ ନିର୍ଦ୍ଦେଶମନାମା ଜାରି କରିଛି |

କିନ୍ତୁ ଏହି କଟକଣା ସତ୍ତ୍ୱେ ମଧ୍ୟ କାର୍ଗୋ ବିମାନ ଗୁଡ଼ିକ ଉପରେ କୌଣସି ପ୍ରତିବନ୍ଧକ ନାହିଁ | ବ୍ରିଟେନର ପରିସ୍ଥିତି ସମୀକ୍ଷା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ବେସାମରିକ ମନ୍ତ୍ରାଳୟ ସୂଚନା ଦେଇଛି |
ସୂଚନାଯୋଗ୍ୟ, ଏହା ପୂର୍ବରୁ ବ୍ରିଟେନରେ କରୋନା ଭୂତାଣୁର ନୂଆ ଷ୍ଟ୍ରେନପ ଭୟାବହତା ଏବଂ ଭାରତରେ ଏହାର ବିସ୍ତାରକୁ ରୋକିବା ପାଇଁ ଡିସେମ୍ବର 31 ତାରିଖ ପର୍ଯ୍ୟନ୍ତ ବେସାମରିକ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା |
More From
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications