ଉଚ୍ଚଶିକ୍ଷା ପାଇଁ ମିଳିବ ୧୦ ଲକ୍ଷ ଟଙ୍କା, ୩ କୋଟି ଘର ଦେବେ ସରକାର

Budget 2024: ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କ ପ୍ରାଧାନ୍ୟ ଦିଆଯାଇଛି । ଗରିବ, ମହିଳା,ଯୁବଗର୍ଗ ଏବଂ କୃଷକଙ୍କୁ ମିଳିଛି ପ୍ରାଧାନ୍ୟ । ଘରୋଇ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଣା ସୀତାରମଣ ଘୋଷଣା କରିଛନ୍ତି ।

Budget 2024

ସେହିପରି ପିଏମ ଆବାସ ଯୋଜନାରେ ୩ କୋଟି ଘର ପିଏମ ଆବାସ ଯୋଜନାରେ ୩ କୋଟି ଘର । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ମିଳିବ । ସେହିପରି ମହିଳା ଏବଂ ଯୁବତୀଙ୍କୁ ସ୍ୱାବଲମ୍ବି କରିବା ପାଇଁ ସରକାର ଦେବେ ୩ ଲକ୍ଷ କୋଟି ଟଙ୍କା । ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ । ଲୋନ୍‌ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+