କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ୍ କୃଷ୍ଣଙ୍କ ପରଲୋକ

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ୍ କୃଷ୍ଣଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।୨୦୦୪ ରୁ ୨୦୦୮ ପର୍ଯ୍ୟନ୍ତ ଏସଏମ୍ କ୍ରିଷ୍ଣା ମହାରାଷ୍ଟ୍ରର ରାଜ୍ୟପାଳ ଥିଲେ । ଏହା ପରେ ସେ ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବ୍ୟ ଦାୟିତ୍ୱ ତୁଳାଇଥିଲେ । ପରେ ତାଙ୍କୁ ୨୦୨୩ ବର୍ଷରେ ପଦ୍ମ ବିଭୂଷଣରେ ସମ୍ମାନିକ କରାଯାଇଥିଲା ।

CM SM Krishna

୨୦୧୨-୨୦୧୩ ମସିହାରେ ସେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ଭାରତର ଆନ୍ତର୍ଜାତୀୟ ଭାବମୂର୍ତ୍ତିକୁ ଦୃଢ କରିବା ପାଇଁ ଅନେକ କାର୍ଯ୍ୟ କରିଥିଲେ। ସେ ୨୦୦୪ ରୁ ୨୦୦୮ ପର୍ଯ୍ୟନ୍ତ ମହାରାଷ୍ଟ୍ରର ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିଲେ। ଏସଏମ କୃଷ୍ଣ ୨୦୧୭ ରେ ରାଜନୀତିରୁ ଅବସର ନେଇଥିଲେ। ଏସଏମ କୃଷ୍ଣ କଂଗ୍ରେସ ପାର୍ଟି ଛାଡି ୨୦୧୭ ରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+