ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶରଦ ଯାଦବ
ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶରଦ ଯାଦବ
ନୂଆଦିଲ୍ଲୀ: ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶରଦ ଯାଦବ । ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିବା ନେଇ ସୂଚନା ରହିଛି । ଅସୁସ୍ଥତା କାରଣରୁ ଗତ କିଛି ଦିନ ହେବ ସେ ଗୁରୁଗ୍ରାମର ଫୋର୍ଟିସ୍ ହସ୍ପିଟାଲରେ ଭର୍ତ୍ତି ଥିଲେ । ଶରଦଙ୍କ ମୃତ୍ୟୁ ଖବର ତାଙ୍କ ଝିଅ ସୁଭାଷିନୀ ଯାଦବ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
Pained by the passing away of Shri Sharad Yadav Ji. In his long years in public life, he distinguished himself as MP and Minister. He was greatly inspired by Dr. Lohia’s ideals. I will always cherish our interactions. Condolences to his family and admirers. Om Shanti.
— Narendra Modi (@narendramodi) January 12, 2023

ଶରଦ ଯାଦବ ଦେଶର ଜଣେ ଜଣା ଶୁଣା ରାଜନେତା । ସେ ୭ ଥର ଲୋକସଭାରୁ ଏବଂ ୩ ଥର ରାଜ୍ୟସଭାରୁ ନିର୍ବାଚିତ ହୋଇଥିଲେ । ଜୟପ୍ରକାଶ ନାରାୟଣଙ୍କ ସମୟରୁ ସେ ରାଜନୀତିରେ ପାଦ ଦେଇଥିଲେ । ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ସହ ମଧ୍ୟ ସେ କାମ କରିଥିଲେ । ସେ ୧୯୭୪ ମସିହାରେ ରାଜନୀତିରେ ପ୍ରବେଶ କରିଥିଲେ । ସେ ୧୯୭୪ ରୁ ୧୯୮୦ ପର୍ଯ୍ୟନ୍ତ ପ୍ରଥମେ ଲୋକସଭା ସଦସ୍ୟ ରହିଥିଲେ । ସେହିପରି ୧୯୮୯ ରୁ ୧୯୯୮, ୧୯୯୯ ରୁ ୨୦୦୪ରୁ ୨୦୦୯ ରୁ ୨୦୧୪ ପର୍ଯ୍ୟନ୍ତ ସେ ଲୋକସଭା ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ । ୨୦୨୩ରେ ସେ ଜେଡିୟୁର ସଭାପତି ହୋଇଥିଲେ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications