ଗଛରେ ପିଟିହେଲା କାର, ୪ ଛାତ୍ର ମୃତ
ଗଛରେ ପିଟିହେଲା ଏସୟୁଭି କାର । ୪ କଲେଜ ଛାତ୍ରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ତେଲେଙ୍ଗାନାର ରଙ୍ଗାରେଡ୍ଡି ଜିଲ୍ଲାର ମୋକିମା ଅଞ୍ଚଳରେ ଘଟିଛି । ସୂଚନା ଅନୁସାରେ , କାରରେ ୪ ଜଣ ଛାତ୍ର, ଛାତ୍ରୀ କେଉଁଆଡେ ଯାଉଥିଲେ । ନିୟନ୍ତ୍ରଣ ହରାଇ କାରଟି ନିୟନ୍ତ୍ରଣ ହରାଇ ଗଛରେ ପିଟି ହୋଇଥିଲା ।

ଫଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତରକୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ପ୍ରତ୍ୟେକ୍ଷଦର୍ସୀଙ୍କ କହିବା ଅନୁଯାୟୀ, କାରଟି ନିୟନ୍ତ୍ରଣ ହରାଇ ଏଭଳି ଦୁର୍ଘଟଣା ଘଟାଇଛି । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଥିଲେ । ମୃତାହତଙ୍କ ପରିବାର ଲୋକଙ୍କୁ ଏବାବଦରେ ସୂଚନା ଦିଆଯାଇଛି । ଏବଂ ସହାୟତା ବ୍ୟବସ୍ଥା କରାଯାଉଛି । ମୃତକଙ୍କ ପରିବାର ଲୋକେ ଏହି ଦୁଖଦ ଖବର ଶୁଣି ଦୁଃଖରେ ଭାଙ୍ଗି ପଡିଛନ୍ତି
More From
-
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ












Click it and Unblock the Notifications