ସୁନା ଦର : ଜାଣନ୍ତୁ ୧୦ ଗ୍ରାମକୁ କେତେ ରହିଛି ଦର?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୫ ହଜାର ୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୨ ହଜାର ୪୨୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୫, ୫୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୨ , ୪୨୦ ଟଙ୍କା ରହିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୫,୫୫୦ ଟଙ୍କା ଓ ୮୨, ୪୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୫,୭୦୦ ଟଙ୍କା ଓ ୮୨, ୫୭୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୫,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୨, ୪୨୦ ଟଙ୍କା ଥିବା ରେକର୍ଡ ହୋଇଛି ।

gold

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୫,୫୫୦ ଟଙ୍କା ଓ ୮୨,୪୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୭,୫୦୦ ହଜାର ଟଙ୍କା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+