ସରକାରୀ କର୍ମଚାରୀ ପାଇଁ ଖୁସି ଖବର, ଏପ୍ରିଲ ୧୪କୁ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର । ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ ସରକାର । ବି.ଆର୍ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ତେବେ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

holiday

ସାଧାରଣ ଲୋକେ ବି ଏହି ଖବର ଜାଣିରଖିବା ଆବଶ୍ୟକ ରହିଛି । ଯଦି କୌଣସି ସରକାରୀ ଅଫିସରେ କାମ ଅଛି ଏବଂ କୌଣସି ବ୍ୟକ୍ତି ଏପ୍ରିଲ ୧୪ତାରିଖରେ କାମ କରିବାକୁ ପ୍ଲାନ୍ କରିଛନ୍ତି ତେବେ ଜାଣି ରଖନ୍ତୁ ଏପ୍ରିଲ ୧୪ ତାରିଖରେ ସରକାରୀ କାର୍ଯ୍ୟାଳୟ ଓ ଶିଳ୍ପାନୁଷ୍ଠାନ ବନ୍ଦ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+