୩୦ ହଜାର କର୍ମଚାରୀଙ୍କୁ ଛଟେଇ କରିବ ଗୁଗୁଲ

Google Lay Off: ଏଆଇ ପୁଣି ନେବ ଚାକିରି । ୩୦ ହଜାର କର୍ମଚାରୀଙ୍କୁ ଛଟେଇ କରିବ ଗୁଗୁଲ । ଆର୍ଟିଫିସିଆଲ ଇଂଟିଲିଜେନ୍ସ ତଥା ଏଆଇର ବିନିଯୋଗ କରି କର୍ମଚାରୀ ସଂଖ୍ୟା କମାଇବାର ଯୋଜନା କରାଯାଇଛି । AI ବିନିଯୋଗ କରି ଆମେରୀକିୟ କମ୍ପାନୀ 'ଗୁଗଲ୍ ବାର୍ଡ', ଗୁଗୁଲ 'ଜେମିନି' ପରି ପ୍ଲାଟଫର୍ମ ଡେଭଲପ୍ କରିବା ନେଇ ଘୋଷଣା କରିଛି ।

 Google _Layoff

ରିପୋର୍ଟ ଅନୁସାରେ, ଗୁଗୁଲ ତାର ସେଲ୍ସ ବିଭାଗରେ ପୁନଃସଙ୍ଗଠିତ କରୁଛି, ଯାହା ଫଳରେ ଉକ୍ତ ବିଭାଗର ୩୦ ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ନେଇ ଗୁଗୁଲ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଖାସକରି କଷ୍ଟମର କେୟାର ସର୍ଭିସ କ୍ଷେତ୍ରରେ ଏଆଇର ବିନିଯୋଗ କରାଯିବ । ଫଳରେ ସେହି ବିଭାଗରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ଚାକିରିରୁ କଢାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+