ବଡ ନିଷ୍ପତ୍ତି ନେଲେ ସରକାର ; ମେ ୧୫ ୨୯ ଯାଏଁ ଏୟାରପୋର୍ଟ ବନ୍ଦ

ମେ ୧୫ ତାରିଖ ସକାଳ ସାଢେ ୫ଟା ଯାଏଁ ଦେଶର ୨୪ଟି ବିମାନବନ୍ଦର ବନ୍ଦ ରହିବ । ଭାରତ- ପାକ୍ ଉତ୍ତେଜନା ଭିତରେ ଏଭଳି ନିଷ୍ପତ୍ତି ନେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ । ନେଇ ଏୟାର ଇଣ୍ଡିଆ ମଧ୍ୟ Xରେ ପୋଷ୍ଟ କରିଛି । ଜମ୍ମୁକାଶ୍ମୀର, ଶ୍ରୀନଗର, ଲେହ, ଯୋଧପୁର, ଅମ୍ରିତସର, ଭୁଜ, ଜାମନଗର, ରାଜକୋଟରୁ ଏୟାର ଇଣ୍ଡିଆ ମଧ୍ୟ ନିଜର ସବୁ ବିମାନ ଚଳାଚଳକୁ ବନ୍ଦ କରିଛି । ଏନେଇ ଅପଡେଟ୍ ପାଇଁ ମଧ୍ୟ ବିଭାଗ ଯାତ୍ରୀଙ୍କୁ ଅନୁରୋଧ କରିଛି ।

Airport

ଦେଶରେ ମୋଟ ୪୮୭ ଏୟାରପୋର୍ଟ ରହିଛି । ଏଥିରୁ ୧୩୭ଟି ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ଦ୍ବାରା ପରିଚାଳିତ ହେଉଛି । ଏଥିରେ ରହିଛି ୩୪ଟି ଅନ୍ତର୍ଜାତୀୟ ଏୟାରପୋର୍ଟ, ୧୦ଟି କଷ୍ଟମ ଏୟାରପୋର୍ଟ ଓ ୧୦୩ ଡୋମେଷ୍ଟିକ୍ ଏୟାରପୋର୍ଟ ରହିଛି । ତେବେ ଖୁବଶୀଘ୍ର ସ୍ଥିତି ସୁଧାର ହେବ ବୋଲି ଆଶା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+