ଚାଷୀଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର; ବଢ଼ିଲା ଧାନର MSP
ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) ବୃଦ୍ଧି କଲେ କେନ୍ଦ୍ର ସରକାର ।ଧାନର ଏମଏସପି ୬୯ ଟଙ୍କାକୁ ବୃଦ୍ଧି ଏଥିପାଇଁ ସରକାର ୨ ଲକ୍ଷ ୭ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ। ଏହା ଛଡ଼ା ଜଓ୍ବାର, ବାଜରା, ମକା, ମାଣ୍ଡିଆ ଆଦିର ଏମଏସପି ବୃଦ୍ଧି କରାଯାଇଛି । ସେହିପରି ହରଡ଼, ମୁଗ, ବିରି ଆଦି ଡାଲିଜାତୀୟ ଫସଲ, ସୂର୍ଯ୍ୟମୁଖୀ, ବାଦାମ, ରାଶି ଓ ସେୟାବିନ ଆଦି ତୈଳବୀଜ ଓ କପାର ଏମଏସପି ବୃଦ୍ଧି କରାଯାଇଛି ।

କ୍ୟାବିନେଟ ବୈଠକ ପରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।












Click it and Unblock the Notifications