ସ୍କୁଲ୍ ସହ ମିଶିବ ଅଙ୍ଗନବାଡି! ଆନୁଷ୍ଠାନିକ ଭାବେ ପିଲାଙ୍କ ଶୈଶବର ଯତ୍ନ ବିଦ୍ୟାଳୟରୁ ଆରମ୍ଭ ନିଷ୍ପତ୍ତି

ପିଲାଙ୍କ ଶୈଶବ ଯତ୍ନ ଓ ଶିକ୍ଷାକୁ ଆନୁଷ୍ଠାନିକ ଭାବେ ବିଦ୍ୟାଳୟ ସ୍ତରରୁ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଲକ୍ଷ୍ୟରେ ବିଦ୍ୟାଳୟଗୁଡ଼ିକ ସହିତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଯୋଡ଼ିବା ପାଇଁ ଏକ ସ୍ୱତନ୍ତ୍ର ପ୍ରକ୍ରିୟା ଆରମ୍ଭ ହୋଇଛି। ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା

Govt to launch

ଦେବୀଙ୍କ କରକମଳରେ ଗୋଟିଏ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟ ସହିତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକର ସ୍ଥାପନା ପାଇଁ ଗାଇଡଲାଇନର ଶୁଭାରମ୍ଭ ହୋଇଯାଇଛି। ନୂଆ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଅଙ୍ଗନବାଡ଼ି ଓ ସ୍କୁଲକୁ ଗୋଟିଏ କ୍ୟାମ୍ପସରେ ପ୍ରତିଷ୍ଠା କରିବା ସହ ସମନ୍ୱିତ ମଡେଲ ମାଧ୍ୟମରେ ପ୍ରାରମ୍ଭିକ ଶୈଶବ ଯତ୍ନ ଏବଂ ଶିକ୍ଷାର ମହତ୍ୱ ଉପରେ ଗାଇଡଲାଇନରେ ଜୋର୍ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+