ଗୁଜରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି: ୨୯ ଜଣଙ୍କ ମୃତ୍ୟୁ
ଗୁଜରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି ଉପୁଜିଛି । ପ୍ରବଳ ବର୍ଷା ଲାଗି ରହିଥିବାରୁ ଗତ ଦୁଇଦିନ ମଧ୍ୟରେ ୨ ଦିନରେ ୨୯ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୧୮ ହଜାର ସୁରକ୍ଷିତ ଉଦ୍ଧାର ।
ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଗତ କିଛିଦିନ ହେବ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଆଗାମୀ ଦିନରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବର୍ଷା ଯୋଗୁଁ ଏଠାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ସେହିପରି ଦ୍ବାରିକା, ଆନନ୍ଦ, ବରୋଦା, ରାଜକୋଟ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି।

ଆସନ୍ତା କାଲି ଯାଏଁ ଅତି ପ୍ରବଳ ବର୍ଷା ନେଇ ଆଇଏମଡି ପକ୍ଷରୁ ଆଲର୍ଟ କରାଯାଇଛି। ଗୁଜରାଟର ବରୋଦା, ଉଦୟପୁର, ନର୍ମଦା, ବରୁଚ ଓ ସୁରଟ ସମେତ ଏକାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ତରଫରୁ ରେଡ୍ ଆଲର୍ଟ ଜାରି କରାଯାଇଛି।
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ ସତର୍କ କରାଯାଇଛି।ସେହିପରି ଏହି ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହି ସବୁ ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ୭ରୁ ୧୧ ସେମି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେପ୍ଟେମ୍ବର ପହିଲାରୁ ବର୍ଷା ପ୍ରଭାବ ରାଜ୍ୟରେ କମିବ। ଏହି ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। ପ୍ରବଳ ବର୍ଷା ଯୋଗୁଁ ଆଗକୁ ଦୃଶ୍ୟମାନ କମ ରହିବ। ସହରାଞ୍ଚଳଗୁଡିକରେ ନାଳରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ। ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ପୃକ୍ତ ଜିଲ୍ଲାଗୁଡିକୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି












Click it and Unblock the Notifications