Haryana Assembly Election 2024; ସନ୍ଧ୍ୟା ୫ ଟା ସୁଦ୍ଧା ୬୧.୦୦ ପ୍ରତିଶତ ମତଦାନ
ହରିୟାଣା ବିଧାନସଭା ନିର୍ବାଚନରେ ସାନ୍ଧ୍ୟ 5 ଟା ସୁଦ୍ଧା 61.00 ପ୍ରତିଶତ ଭୋଟ୍ ଗ୍ରହଣ ହୋଇଛି । କେଉଁ ଜିଲ୍ଲାରେ କେତେ ପ୍ରତିଶତ ମତଦାନ? ଅମ୍ବାଲା: 62.26% ଭବାନୀ: 63.06% ଚାରଖୀ ଦାଦ୍ରି: 58.10% ଫତେହାବାଦ: 67.05% ଗୁରୁଗ୍ରାମ: 64.16% କର୍ଣ୍ଣଲ: 60.42% କୁରୁକ୍ଷେତ୍ର: 65.55% ମହେନ୍ଦ୍ରଗଡ: 65.76% : 54.71% ପାନିପାତ: 60.52% ରେୱାରୀ: 60.91% ରୋହତକ: 60.56% ସିରସା: 65.37% ସୋନିପାତ: 56.69% ଯମୁନାନଗର: 67.93% ମତଦାନ ହୋଇଛି।

ଆଜି ୯୦ଟି ଆସନ୍ ପାଇଁ ମତଦାନ ଗ୍ରହଣ କରାଯାଉଛି ଏବଂ ଅକ୍ଟୋବର ୮ ତାରିଖରେ ଭୋଟ ଫଳାଫଳ ଆସିବ । ହରିଆଣାରେ ଚଳିତ ନିର୍ବାଚନ ରୋଚକ ହେବାକୁ ଯାଉଛି । ଶାସକ ଦଳ ବିଜେପି ପୁଣି ଥରେ ବିଜୟୀ ହୋଇ ହ୍ୟାଟ୍ରିକ କରିବା ଲକ୍ଷ୍ୟରେ ରହିଛି। ସେହିପରି ଦୀର୍ଘ ଦିନ ପରେ କ୍ଷମତା ଗାଦିକୁ ଫେରିବା ଆଶା ରଖିଛି କଂଗ୍ରେସ । ଅନ୍ୟପଟେ ଆମ ଆଦମୀ ପାର୍ଟି, ଜେଜେପି-ଆଜାଦ ସମାଜ ପାର୍ଟି, ଆଇଏନଏଲଡି-ପିଏସପି ମେଣ୍ଟ ଭାବେ ଚଳିତ ନିର୍ବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ।
ଏଥରେ ନିର୍ବାଚନୀ ମୈଦାନରେ ମୋଟ ୯୦ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୨୦ ହଜାର ୧୦୩୧ ଜଣ ପ୍ରାର୍ଥୀ । ସେମାନଙ୍କ ମଧ୍ୟରେ ୧୦୧ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications