Haryana Assembly Election 2024: ଅପରାହ୍ନ ୩ ଟା ସୁଦ୍ଧା ୪୯.୧୩ ପ୍ରତିଶତ ମତଦାନ
Haryana Assembly Election 2024: ଚାଲିଛି ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟ ଗ୍ରହଣ । ହରିୟାଣାରେ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ହରିୟାଣା ବିଧାନସଭା ନିର୍ବାଚନରେ ୪୯.୧୩ ପ୍ରତିଶତ ମତଦାନ ଗ୍ରହଣ ହୋଇଛି । ତେବେ ଆସନ୍ତୁ ଜାଣିବା କେଉଁଠାରେ କେତେ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ଅମ୍ବାଲା ୪୯.୩୯% ଭବାନୀ: ୫୦.୩୧% ଚାରଖୀ ଦାଦ୍ରି: ୪୭.୦୮% ଫତେହାବାଦ: ୫୨.୪୬% ଗୁରୁଗ୍ରାମ: ୩୮.୬୧% ହିସାର: ୫୧.୬୮% ଜିନ୍ଦ: ୫୩.୯୪% କାଟିହଲ: ୫୦.୫୮% କର୍ଣ୍ଣଲ: ୪୯.୧୭% କୁରୁକ୍ଷେତ୍ର: ୫୨.୧୩% ମହେନ୍ଦ୍ରଗଡ: ମେୱାଟ: ୫୬.୫୯% ପାଲୱାଲ: ୫୬.୦୨% ପଞ୍ଚକୁଲା: ୪୨.୬୦% ପାନିପଥ: ୪୯.୪୦% ରେୱାରୀ: ୫୦.୨୨% ରୋହତକ: ୫୦.୬୨% ସିରସା: ୪୮.୭୮% ସୋନିପାଟ: ୪୫.୮୬% ଯମୁନାନଗର: ୫୬.୭୯% ମତ ଦାନ ଗ୍ରହଣ ହୋଇଛି

ଆଜି ୯୦ଟି ଆସନ୍ ପାଇଁ ମତଦାନ ଗ୍ରହଣ କରାଯାଉଛି ଏବଂ ଅକ୍ଟୋବର ୮ ତାରିଖରେ ଭୋଟ ଫଳାଫଳ ଆସିବ । ହରିଆଣାରେ ଚଳିତ ନିର୍ବାଚନ ରୋଚକ ହେବାକୁ ଯାଉଛି । ଶାସକ ଦଳ ବିଜେପି ପୁଣି ଥରେ ବିଜୟୀ ହୋଇ ହ୍ୟାଟ୍ରିକ କରିବା ଲକ୍ଷ୍ୟରେ ରହିଛି। ସେହିପରି ଦୀର୍ଘ ଦିନ ପରେ କ୍ଷମତା ଗାଦିକୁ ଫେରିବା ଆଶା ରଖିଛି କଂଗ୍ରେସ । ଅନ୍ୟପଟେ ଆମ ଆଦମୀ ପାର୍ଟି, ଜେଜେପି-ଆଜାଦ ସମାଜ ପାର୍ଟି, ଆଇଏନଏଲଡି-ପିଏସପି ମେଣ୍ଟ ଭାବେ ଚଳିତ ନିର୍ବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ।
ଏଥରେ ନିର୍ବାଚନୀ ମୈଦାନରେ ମୋଟ ୯୦ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୨୦ ହଜାର ୧୦୩୧ ଜଣ ପ୍ରାର୍ଥୀ । ସେମାନଙ୍କ ମଧ୍ୟରେ ୧୦୧ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications