ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଏହା ପୂର୍ବରୁ ସମୀକ୍ଷା ବୈଠକ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ l ଏହି ଜନ ଅଭିଯୋଗ ଶୁଣାଣି ଶିବିର ସମ୍ବଲପୁର ଦୁର୍ଗାପାଲିଠାରେ ହେବ ।

cm mohan majhi

ଆସନ୍ତାକାଲିର ଅଭିଯୋଗ ଶୁଣାଣିରେ ୧୧ ମନ୍ତ୍ରୀ , ୧୦ ଜିଲ୍ଲାର ଜିଲ୍ଲାପାଳ, ମୁଖ୍ୟ ସଚିବଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିବେ l ଶିବିରରେ ୧୦ଟି ଜିଲ୍ଲାର ଜନସାଧାରଣ ଆସି ଅଭିଯୋଗ କରିପାରିବେ l ଏଥର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର ପାଇଁ ବ୍ଯକ୍ତିଗତ ଅପେକ୍ଷା ଗୋଷ୍ଠୀଗତ ଅଭିଯୋଗ ଅଧିକ ପଞ୍ଜିକୃତ ହୋଇଛି l

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+