ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ; ସ୍ଥିତି ବେହାଲ, ଜଣେ ମୃତ

ହିମାଚଳ ପ୍ରଦେଶରେ ବର୍ଷା ବିତ୍ପାତ । ଗତକାଲି ରାତିରେ ବାଦଲ ଫଟା ବର୍ଷା ପରେ ରାଜ୍ୟରେ ଭୟାବହ ସ୍ଥିତି । ମଣ୍ଡିରେ ୪ଟି ସ୍ଥାନରେ ବାଦଲ ଫଟା ବର୍ଷା ପରେ ଭୂସ୍ଖଳନ ସହ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି । ନଦୀର କରାଳ ରୂପ ଦେଖି ଲୋକ ଭୟଭୀତ ହୋଇଛନ୍ତି । ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଆହତ ହୋଇଛନ୍ତି । ସେହିପରି ନଦୀରେ ହଠାତ୍ ବନ୍ୟା ଆସିବାରୁ ଅନେକ ନିଖୋଜ ଅଛନ୍ତି । ବ୍ୟାସ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ।

Himachal Pradesh

ସେପଟେ ମଣ୍ଡିରେ ପ୍ରବଳ ବର୍ଷା ଜାରି ରହିଛି । ସ୍ଥିତିକୁ ଦେଖି ଜିଲ୍ଲାରେ ଆଜି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ସ୍ଥାନୀୟ ପ୍ରଶାସନ । କେବଳ ହିମାଚଳ ପ୍ରଦେଶ ନୁହେଁ, ଉତ୍ତର ଭାରତର ସବୁ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତରାଖଣ୍ଡ, ପଞ୍ଜାବ, ଦିଲ୍ଲୀ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼ରେ ବର୍ଷା ଲାଗି ରହିଛି । ଜୁଲାଇ ମାସରେ ଦେଶର ଅଧିକାଂଶ ଅଞ୍ଚଳରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+