ମହାରାଷ୍ଟ୍ରରେ ପ୍ରବଳ ବର୍ଷା; ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ପୁଣେ ଗସ୍ତ, ଏହି ସବୁ କାର୍ଯ୍ୟକ୍ରମରେ ଦେଇଥାନ୍ତେ ଯୋଗ

ମହାରାଷ୍ଟ୍ରରେ ପ୍ରବଳ ବର୍ଷା। ବାତିଲ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୁଣେ ଗସ୍ତ । ମହାରାଷ୍ଟ୍ରରେ ପ୍ରବଳ ବର୍ଷା କାରଣରୁ କାର୍ଯ୍ୟକ୍ରମ ବାତିଲ କରିବାକୁ ପଡ଼ିଛି।

narendra modi

ମହାରାଷ୍ଟ୍ରର ଅନେକ ସହରରେ ପ୍ରବଳ ବର୍ଷା ଯୋଗୁ ସ୍ଥିତି ଚିନ୍ତାଜନକ ହୋଇପଡ଼ିଛି। ରାସ୍ତାରେ ପାଣି ଭରି ରହିଥିବାରୁ ଜନଜୀବନ ପ୍ରଭାବିତ ହୋଇଛି।

ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଗୁରୁବାର ରାଜ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ସେଠାରେ ସେ ପୁଣେ ମେଟ୍ରୋ ଟ୍ରେନର ଶୁଭାରମ୍ଭ କରିବା ସହିତ ୨୨, ୬୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ଷା ବିତ୍ପାତକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କୁ ଯାତ୍ରା ବାତିଲ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+