ପ୍ରଧାନମନ୍ତ୍ରୀଙ୍କୁ ଦେଖି ଭାଙ୍ଗିପଡ଼ିଲେ ହେମନ୍ତ ସୋରେନ୍
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ପ୍ରତିଷ୍ଠାତା ଶିବୁ ସୋରେନଙ୍କର ଆଜି ସକାଳେ ଦେହାନ୍ତ ହୋଇଥିଲା। ସେ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଶିବୁ ସୋରେନଙ୍କ ଦେହାନ୍ତ ପରେ ଶେଷ ଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହସ୍ପିଟାଲରେ ପହଞ୍ଚିଥିଲେ ବୋଲି ଜଣାପଡ଼ିଛି। ସେ ସେଠାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପରେ ହେମନ୍ତ ସୋରେନ ଭାବପ୍ରବଣ ହୋଇଯାଇ ନିଜ ଲୁହକୁ ରୋକିପାରି ନଥିବା ଦେଖାଯାଇଛି।













Click it and Unblock the Notifications